Masthead

ରାଷ୍ଟ୍ରୀୟ କାର୍ଯ୍ୟସମିତିରୁ ବାଦ ପଡ଼ିଲେ ବରୁଣ ଗାନ୍ଧୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟସମିତିରୁ ବରୁଣ ଗାନ୍ଧୀଙ୍କୁ ହଟାଯାଇଛି । ତାଙ୍କ ସହ ମେନକା ଗାନ୍ଧୀ, ଚୌଧୁରୀ ବିରେନ୍ଦ୍ର ସିଂହଙ୍କୁ ମଧ୍ୟ ରାଷ୍ଟ୍ରୀୟ କାର୍ଯ୍ୟସମିତୀରୁ ବହିଷ୍କାର କରାଯାଇଛି । ଏ ଖବର ସାମ୍ନାକୁ ଆସିବା ପରେ ରାଜନୈତିକ ମାହୋଲ ବେଶ ସରଗରମ ହୋଇ ଉଠିଛି । ନିଜର ଟ୍ୱିଟ ଏବଂ ମନ୍ତବ୍ୟ ପାଇଁ ବରୁଣ ଗାନ୍ଧୀ ବାରମ୍ବାର ଚର୍ଚ୍ଚାରେ ରହିଥାନ୍ତି ।

ଉତ୍ତରପ୍ରଦେଶ ଲଖିମପୁର ଖେରୀ ମାମଲାକୁ ନେଇ ମଧ୍ୟ ସେ ସିଧାସଳଖ କାର୍ଯ୍ୟାନୁଷ୍ଠାନ କରାଯାଉ ବୋଲି ୟୁପି ସରକାରଙ୍କୁ କହିଥିଲେ । ଏନେଇ ଏକ ଭିଡ଼ିଓ ମଧ୍ୟ ଜାରି କରିଥିଲେ । କୃଷି ଆଇନ ବିରୋଧରେ ଲଗାତାର ପ୍ରଶ୍ନ ଉଠାଉଥିଲେ ବରୁଣ ଗାନ୍ଧୀ ଓ ବିରେନ୍ଦ୍ର ସିଂହ । ହେଲେ ଶେଷରେ ତାଙ୍କୁ ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟସମିତୀରୁ ବହିଷ୍କାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି