Masthead

କୃଷକମାନଙ୍କ ସହିତ ବରୁଣ ଗାନ୍ଧି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସାର ଦେଶରେ କୃଷକ ଆନ୍ଦେଳନ ତୀବ୍ର ହେବାକୁ ଲାଗିଛି । ଏହା ମଧ୍ୟରେ ବରୁଣ ଗାନ୍ଧି କୃଷକମାନଙ୍କ ସପକ୍ଷରେ ବାହାରିଥିଲେ । ଯାହାକି ସାରା ଦେଶ ସହ ବିଜେପି ଦଳକୁ ମଧ୍ୟ ଚକିତ କରିଦେଇଥିଲା । କିନ୍ତୁ ବର୍ତ୍ତମାନ ପୁଣିଥରେ ଚାଷୀଙ୍କ ସପକ୍ଷରେ ବାହାରିଛନ୍ତି ବରୁଣ ଗାନ୍ଧି ।

କେବଳ ଏତିକି ନୁହେଁ ବରଂ ଆଳୁର ମୂଲ୍ୟକୁ କ୍ୱିଣ୍ଟାଲ ପିଛା ୪୦୦ ଟଙ୍କା ବୃଦ୍ଧି କରିବାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀଙ୍କୁ ଚିଠି ଲେଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ