କୃଷକ ଆନ୍ଦୋଳନକୁ ବିଜେପି ନେତାଙ୍କ ସମର୍ଥନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କୃଷି ଆଇନ ବିରୋଧରେ ଦେଶବ୍ୟାପୀ ଚାଲିଥିବା କୃଷକ ଆନ୍ଦୋଳନକୁ ପ୍ରଥମଥର ପାଇଁ କେହି ଜଣେ ବିଜେପି ସାଂସଦ ସମର୍ଥନ କରିଥିବା ଦେଖିବାକୁ ମିଳିଛି । ବିଶେଷକରି ଆଜି ମୁଜାଫରନଗରରେ କୃଷକଙ୍କ ମହାପଞ୍ଚାୟତ ଚାଲିଥିବା ବେଳେ ପିଲଭିଟ ଆସନରୁ ବିଜେପି ସାଂସଦ ଥିବା ବରୁଣ ଗାନ୍ଧୀ, କୃଷକଙ୍କ ଆନ୍ଦୋଳନ ତଥା ଦାବିକୁ ସମର୍ଥନ କରିବା ଦେଖିବାକୁ ମିଳିଛି ।

ବରୁଣ କହିଛନ୍ତି, ଏମାନେ ଆମ ନିଜର, ସେମାନଙ୍କ ଦାବି ପ୍ରତି ସମ୍ମାନ ଜଣାଇବା ଉଚିତ । ସେମାନଙ୍କ ଯନ୍ତ୍ରଣା ବୁଝିବାକୁ ହେବ । ସେମାନଙ୍କର ଦୃଷ୍ଟିକୋଣକୁ ଜାଣିବା ପାଇଁ ତୃଣମୂଳସ୍ତରରୁ ପୁନଃ ଆଲୋଚନା କରାଯିବ ଅପରିହାର୍ଯ୍ୟ ହୋଇପଡିଛି । ଆଲୋଚନା ମାଧ୍ୟମରେ ଯେକୌଣସି ସମସ୍ୟାର ସମାଧାନ ହୋଇପାରିବ । କୃଷକଙ୍କ ପ୍ରତି ନିଜ ସମର୍ଥନକୁ ସେ ନିଜ ସୋସିଆଲ ଆକାଉଣ୍ଟରେ ମଧ୍ୟ ପୋଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ