ଟ୍ରେନରୁ ଖସି ଯୁବକ ମୃତ

ବସ୍ତା (ବଡ଼ ଖବର ବ୍ୟୁରୋ): ଦକ୍ଷୀଣ-ପୂର୍ବ ରେଳ ପଥର ଖଡଗପୁର ଡିଭିଜନର ଅମର୍ଦାରୋଡ ଷ୍ଟେସନର ରେଳ ଧାରଣାରୁ ଅଜଣା ଯୁବକର ମୃତଦେହ ଉଦ୍ଧାର କରିଛି ରେଳବାଇ ପୋଲିସ । ବିଳମ୍ବିତ ରାତିରେ କୌଣସି ଯାତ୍ରୀବାହୀ ଟ୍ରେନରୁ ଉକ୍ତ ଯୁବକ ଜଣକ ଖସି ପଡିଥିବା ଅନୁମାନ କରାଯାଉଛି । ଯୁବକ ଜଣକର ପରିଚୟ ମିଳି ନାହିଁ ।

ରେଳବାଇ ପୋଲିସ ଆଜି ମୃତଦେହ ଉଦ୍ଧାର କରି ଅଧିକ ତଦନ୍ତ କରୁଛି । ଅଧିକାଂଶ ସମୟରେ ରେଳ ଯାତ୍ରୀମାନେ ଟ୍ରେନର ଗେଟରେ ବସୁଥିବାରୁ ଏଭଳି ଘଟଣା ଘଟିଥାଇ ପାରେ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ