Masthead

ସ୍କୁଲରେ ତାଲା ଭାଙ୍ଗି ଲୁଟ

ବସ୍ତା (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଗୋବରଘୋଟି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟି ନେଲେ ଦୃର୍ବୁତ୍ତ । ଗତକାଲି ରାତିରେ ଦୃର୍ବୁତ୍ତମାନେ ବିଦ୍ୟାଳୟର ଶ୍ରେଣୀ ଗୃହରେ ଥିବା ଗୋଟିଏ ଏଲଇଡି ଟିଭି, କିଛି ଖେଳ ସାମଗ୍ରୀ ଲୁଟି ନେଇଥିବା ଜଣା ପଡିଛି । ଆଜି ସକାଳେ ସ୍କୁଲର ଶିକ୍ଷକମାନେ ସ୍କୁଲ ଆସି ଶ୍ରେଣୀ ଗୃହରେ ତାଲା ଭଙ୍ଗା ଯାଇଥିବା ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ ।

ଗ୍ରାମବାସୀ ଘଟଣାସ୍ଥଳରେ ପହିଞ୍ଚି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାର ତଦନ୍ତ କରୁଛି । ଚୋରି ହୋଇଥିବା ସାମଗ୍ରୀର ମୂଲ୍ୟ ୪ ଟକ୍ଷ ୫୦ ହଜାର ଟଙ୍କା ହେବ ବୋଲି ଅଭିଯୋଗ ହୋଇଛି । ଚୋରି ହୋଇଥିବା ଏଲଇଡି ଟିଭିର ମୁଲ୍ୟ ୪ ଲକ୍ଷ ଟଙ୍କା ହୋଇଥିବା ବେଳେ ଅନ୍ୟ ସାମଗ୍ରୀର ମୁଲ୍ୟ ୫୦ ହଜାରରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼