Masthead

ବସ୍ତାରେ ରୋଚକ ରାଜନୀତି

ବାଲେଶ୍ୱର (ବଡ଼ ଖବର ବ୍ୟୁର): ବାଲେଶ୍ୱର ବସ୍ତାରେ ରୋଚକ ହେଉଛି ରାଜନୀତି । ୩ ଦିନରେ ସରପଞ୍ଚ ବଦଳାଇଲେ ତିନିଥର ଦଳ । ବସ୍ତା ଶ୍ରୀରାମପୁର ସରପଞ୍ଚ ଦେବକୁମାର ଦେବ୍ ହେଉଛନ୍ତି କଂଗ୍ରେସ ନେତା । ସେ ୩ ଦିନ ତଳେ କଂଗ୍ରେସ ଛାଡି ବିଜୁ ଜନତା ଦଳରେ ଯୋଗ ଦେଇଥିଲେ । ଏହାର ଗୋଟିଏ ଦିନ ପରେ ସେ ପୁଣି କଂଗ୍ରେସକୁ ଫେରିଥିଲେ ।

ତେବେ ରୋଚକ କଥା ହେଉଛି ଘର ବାହୁଡିବାର ୨୪ ଘଣ୍ଟା ମଧ୍ୟରେ ସେ ପୁଣିଥରେ ଜିଲ୍ଲା ମୁଖ୍ୟାଳୟରେ ଆସି ବିଜେଡିରେ ଯୋଗ ଦେଇଛନ୍ତି । ଯାହାକୁ ନେଇ ସରଗରମ ହୋଇଛି ବସ୍ତା ରାଜନୀତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା