Masthead

ଗଞ୍ଜେଇ ମାଫିଆଙ୍କ ନୂଆ ମାଧ୍ୟମ ଟ୍ରେନ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେସନରୁ ଗଞ୍ଜେଇ ଜବତ । ଏଥର ଗଞ୍ଜେଇ ଚୋରା ଚାଲାଣର ମାଧ୍ୟମ ପାଲଟିଲା ଟ୍ରେନ । ଗଞ୍ଜେଇ ମାଫିଆଙ୍କ ନୂଆ ଜରିଆ ଟ୍ରେନ ପାଲଟିଥିବା ବେଳେ ରେଲୱେ ପୋଲିସ ମଧ୍ୟ ବେଶ୍ ଚଞ୍ଚକତା ସହ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବାରେ ସକ୍ଷମ ହୋଇଛନ୍ତି । କୋରାପୁଟରୁ ନୂଆ ଦିଲ୍ଲୀକୁ ନୀଳାଚଳ ଏକ୍ସପ୍ରେସ ଟ୍ରେନରେ ଭୁବନେଶ୍ୱର ଷ୍ଟେସନ ବାଟ ଦେଇ ଯିବାବେଳେ କାବୁ କଲା ରେଲୱେ ପୋଲିସ । ଏହି ଘଟଣାରେ ଦୁଇ ଗଞ୍ଜେଇ ମାଫିଆଙ୍କୁ ଧରିଥିବା ବେଳେ ଉକ୍ତ ଚାଲାଣକାରୀଙ୍କ ଠାରୁ ୨୬ କେଜି ଗଞ୍ଜେଇ ଜବତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!