Masthead

ପଢ଼ନ୍ତୁ ହାଜତ ମୃତ୍ୟୁକୁ ନେଇ କ’ଣ କହୁଛନ୍ତି ଡିଜି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁରୀର ବାସେଳୀ ସାହି ଓ ସୁନ୍ଦରଗଡ଼ର ବୀରମିତ୍ରପୁର ଥାନା ପୋଲିସଙ୍କ ମାଡ଼ରେ ୨ ଅଭିଯୁକ୍ତଙ୍କ ମୃତ୍ୟୁ ରାଜ୍ୟରେ ଆଲୋଡନ ଖେଳାଦେଇଛି । ପୋଲିସ ସହ ଧସ୍ତାଧସ୍ତିରେ ପୁରୀର କେ.ରମେଶଙ୍କ ମୃତ୍ୟୁ ହୋଇଥିବା ବେଳେ କରବଲହା ରୋଡର ସାରିକ ସଲିମଙ୍କ ମୃତ୍ୟୁକୁ ନେଇ ସସପେନ୍ସ ଲାଗି ରହିଛି । ତେବେ ହେି ୨ ଘଟଣାକୁ ନେଇ ବୀରମିତ୍ରପୁର ଓ ପୁରୀରେ ଜନ ଅସନ୍ତୋଷ ଉଗ୍ର ହେବାରେ ଲାଗିଛି । ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପୋଲିସ ଡିଜି ଅଭୟ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି । ଶବ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ଏନଏଚଆରସି ଗାଇଡଲାଇନ ଅନୁସାରେ ତଦନ୍ତ କରାଯିବ ବୋଲି ଡିଜିପି ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା