Masthead

ବାପା…ମୁଁ ବି ପାଠ ପଢି ହାକିମ ହେବି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଏପଟେ ପେଟ ପାଇଁ ସଂଗ୍ରାମ , ଅନ୍ୟ ପଟେ ଭବିଷ୍ୟତ ପାଇଁ ପ୍ରସ୍ତୁତି । ରାଜ୍ୟ ରାଜଧାନୀ ଭୁବନେଶ୍ୱରର ୧ ନମ୍ବର ପରିବା  ହାଟରେ ଆଳୁ ପିଆଜ ଦୋକାନ ଟିଏ, ଯେଉଁଠି ଦୋକାନୀ ଆଳୁ ପିଆଜ ବିକ୍ରୟ କରୁଛି ।  ଆଗ ପଟେ ଦୋକାନୀ ଆଳୁ ପିଆଜ ବିକୁଛି ।  ଆଉ ଦୋକାନୀର ଠିକ ପଛପଟେ ଛୋଟ ପିଲାଟି ଭବିଷ୍ୟତ ପାଇଁ ପ୍ରସ୍ତୁତି କରୁଛି । ବହି ଧରି ପାଠ ପଢୁଛି । ମଝିରେ ମଝିରେ ବୁଝିପାରୁନଥିବା ପାଠକୁ ପଚାରି ବୁଝୁଚି ଆଳୁ ପିଆଜ ବିକ୍ରି କରୁଥିବା ତା’ ବାପାଙ୍କ ଠୁ । ପୂରା ଖବର ପାଇଁ ଦେଖନ୍ତୁ ବଡ଼ ଖବର…

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା