୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭରତପୁର ଥାନା ମାମଲା । ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା । ବିଜେଡି ପକ୍ଷରୁ ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା ଦିଆଯାଇଛି । ପ୍ରେସମିଟ ଜରିଆରେ ବିଜେଡି ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, ମଙ୍ଗଳବାର ଦିନ ବିଜେଡି ସକାଳ ୬ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଅଖ-ଚକ ବନ୍ଦ ଡାକରା ଦେଇଛି ବିଜେଡି । ଏହି ସମୟରେ ଅତ୍ୟାବଶ୍ୟକ ସେବା ଯେଭଳି ବ୍ୟାହତ ନହେବ । ସେଥି ପାଇଁ ଦୃଷ୍ଟି ଦେବାକୁ ବିଜେଡି କହିଛି । ଏହିସହିତ ଏହି ଘଟଣାରେ ଭୁବନେଶ୍ୱର ବାସିନ୍ଦା ସହଯୋଗ କରିବାକୁ ମଧ୍ୟ ଅପିଲ୍ କରିଛି ବିଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’