Masthead

ଅଜିତ ଅଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଜିତ ଅଗରକର ହେଲେ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା । ଚେତନ ଶର୍ମାଙ୍କ ଇସ୍ତଫା ପରେ ଖାଲି ପଡ଼ିଥିଲା ପଦ । ଅଜିତ ଅଗରକରଙ୍କ ନାଁ ଉପରେ ଆଜି ମୋହର ମାରିଲା ବିସିସିଆଇ। ସେହିପରି ଚୟନକର୍ତ୍ତା କମିଟିର ଅନ୍ୟ ସଦସ୍ୟ ହୋଇଛନ୍ତି ଓଡ଼ିଆ କ୍ରିକେଟିୟର ଶିବସୁନ୍ଦର ଦାସ। ସୁବ୍ରତ ବାନାର୍ଜୀ ବି ଚୟନକର୍ତ୍ତା କମିଟିର ସଦସ୍ୟ ହୋଇଛନ୍ତି।

ସଲିଲ ଆଙ୍କୋଲା ଓ ଶ୍ରୀଧରନ୍ ଶରଥ ମଧ୍ୟ କମିଟିର ଅନ୍ୟତମ ସଦସ୍ୟ ଭାବେ ନିଯୁକ୍ତି ପାଇଛନ୍ତି। ଏକ ଷ୍ଟିଙ୍ଗ ଅପରେଶନ ମାମଲାରେ ଚେତନ ଶର୍ମାଙ୍କୁ ବିସିସିଆଇ ତାଙ୍କ ପଦରୁ ହଟାଇ ଦେଇଥିଲା । ଏହି ଷ୍ଟିଙ୍ଗ ଅପରେଶନରେ ଦେଖିବାକୁ ମିିଳିଥିଲା କି ଚେତନ ଶର୍ମା କହୁଛନ୍ତି ଭାରତୀୟ କ୍ରିକେଟ ଖେଳାଳୀମାନେ ଫିଟନେସ ପାଇଁ ଶକ୍ତିବର୍ଦ୍ଧକ ଇଂଜେକସନ ନେଇଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା