ଅଜିତ ଅଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଜିତ ଅଗରକର ହେଲେ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା । ଚେତନ ଶର୍ମାଙ୍କ ଇସ୍ତଫା ପରେ ଖାଲି ପଡ଼ିଥିଲା ପଦ । ଅଜିତ ଅଗରକରଙ୍କ ନାଁ ଉପରେ ଆଜି ମୋହର ମାରିଲା ବିସିସିଆଇ। ସେହିପରି ଚୟନକର୍ତ୍ତା କମିଟିର ଅନ୍ୟ ସଦସ୍ୟ ହୋଇଛନ୍ତି ଓଡ଼ିଆ କ୍ରିକେଟିୟର ଶିବସୁନ୍ଦର ଦାସ। ସୁବ୍ରତ ବାନାର୍ଜୀ ବି ଚୟନକର୍ତ୍ତା କମିଟିର ସଦସ୍ୟ ହୋଇଛନ୍ତି।

ସଲିଲ ଆଙ୍କୋଲା ଓ ଶ୍ରୀଧରନ୍ ଶରଥ ମଧ୍ୟ କମିଟିର ଅନ୍ୟତମ ସଦସ୍ୟ ଭାବେ ନିଯୁକ୍ତି ପାଇଛନ୍ତି। ଏକ ଷ୍ଟିଙ୍ଗ ଅପରେଶନ ମାମଲାରେ ଚେତନ ଶର୍ମାଙ୍କୁ ବିସିସିଆଇ ତାଙ୍କ ପଦରୁ ହଟାଇ ଦେଇଥିଲା । ଏହି ଷ୍ଟିଙ୍ଗ ଅପରେଶନରେ ଦେଖିବାକୁ ମିିଳିଥିଲା କି ଚେତନ ଶର୍ମା କହୁଛନ୍ତି ଭାରତୀୟ କ୍ରିକେଟ ଖେଳାଳୀମାନେ ଫିଟନେସ ପାଇଁ ଶକ୍ତିବର୍ଦ୍ଧକ ଇଂଜେକସନ ନେଇଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ