Masthead

ବ୍ଳକ ଅଫିସରେ ବିଡିଓ ପାଳିଲେ ଜନ୍ମଦିନ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ):  ବ୍ଳକ ଅଫିସରେ ବିଡିଓ ପାଳିଲେ ଜନ୍ମଦିନ । ଅଫିସ ରୁମ୍ ଭିତରେ କେକ୍ କାଟିଲେ । ସମସ୍ତଙ୍କୁ ଖୁଆଇଲେ। । ଏଭଳି ଘଟଣା ଦେଖିବାକୁ ମିଳିଛି ଭୋଗରାଇ ବ୍ଳକରେ।  ଅଫିସ ଭିତରେ ସମସ୍ତ କର୍ମଚାରୀଙ୍କୁ ନେଇ ବିଡିଓ ଜନ୍ମଦିନ ପାଳିବା ଚର୍ଚ୍ଚାର ବିଷୟ ହୋଇଛି । ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ