Masthead

ବ୍ଳକ ଅଫିସରେ ବିଡିଓ ପାଳିଲେ ଜନ୍ମଦିନ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ):  ବ୍ଳକ ଅଫିସରେ ବିଡିଓ ପାଳିଲେ ଜନ୍ମଦିନ । ଅଫିସ ରୁମ୍ ଭିତରେ କେକ୍ କାଟିଲେ । ସମସ୍ତଙ୍କୁ ଖୁଆଇଲେ। । ଏଭଳି ଘଟଣା ଦେଖିବାକୁ ମିଳିଛି ଭୋଗରାଇ ବ୍ଳକରେ।  ଅଫିସ ଭିତରେ ସମସ୍ତ କର୍ମଚାରୀଙ୍କୁ ନେଇ ବିଡିଓ ଜନ୍ମଦିନ ପାଳିବା ଚର୍ଚ୍ଚାର ବିଷୟ ହୋଇଛି । ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ