Masthead

ବିଡ଼ିଓଙ୍କ ଦାଦାଗିରି, ଯୁବକଙ୍କୁ ଚାପୁଡା ମାରୁଥିବାର ଭିଡିଓ ଭାଇରାଲ

ପାରାଦୀପ(ବଡ଼ ଖବର ବ୍ୟୁରୋ): କୁଜଙ୍ଗ ବିଡ଼ିଓଙ୍କ ଦାଦାଗିରି । ସୌମ୍ୟଜିତ ପାଣିଗ୍ରାହୀଙ୍କ ଦବଙ୍ଗଗିରୀ ବିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି। ବିଡ଼ିଓ ଜଣେ ଯୁବକଙ୍କୁ ଚାପୁଡା ମାରୁଥିବାର ଭିଡିଓ ଏହି ସିସିଟିଭିରେ କଏଦ ହୋଇଛି । ଯୁବକ ଜଣଙ୍କ କୁଜଙ୍ଗ ଜଗନ୍ନାଥପୁର ଗ୍ରାମର ଦୁର୍ଗାପ୍ରସାଦ ପରିଡ଼ା (କୁନା) ବୋଲି ଜଣାପଡିଛି। ତେବେ ଏହି ମାଡ଼ ମାରିବା ଘଟଣାକୁ ବିଡ଼ିଓ ସୌମ୍ୟଜିତ ପାଣିଗ୍ରାହୀ ସ୍ୱିକାର କରିଛନ୍ତି। ବିଡିଓ ଜଣେ ଷ୍ଟାଫଙ୍କ ସ୍କୁଟି ପଛରେ ବସି ଯାଉଥିବା ବେଳେ ଜଣେ ଯୁବକ ତାଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ଏବଂ ସେ ନ ଅଟକିବାରୁ ତାଙ୍କୁ ଅସଭ୍ୟ ଭାଷାରେ ଗାଳି କରିଥିଲେ। ଯାହାକୁ ନେଇ ସେ ପ୍ରତିକ୍ରିୟାଶୀଳ ହୋଇ ତାଙ୍କୁ ମାରିଥିବା ସ୍ୱିକାର କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ