Masthead

ସହର ଭିତରେ ଭାଲୁ

ନୀଳଗିରି (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ସହର ମୁହାଁ ହେଉଛନ୍ତି ଜଙ୍ଗଲୀ ଜନ୍ତୁ । ଖାଦ୍ୟ ଅନ୍ୱେଷଣ ହେଉକି ଅନ୍ୟାନ୍ୟ କାରଣ ପାଇଁ ହେଉ କେତେବେଳେ ହାତୀ ତ କେତେବେଳେ ବାଘ ତ ପୁଣି କେତେବେଳେ ଭାଲୁ ଆଦି ପଶିଆସୁଛନ୍ତି ସହର ମଧ୍ୟକୁ । ଏଭଳି ଘଟଣା ଦେଖିବାକୁ ମିଳିଛି ନୀଳଗିରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ।

ବୁଧବାର ରାତିରେ ନୀଳଗିରି ହସ୍ପିଟାଲ ରାସ୍ତାର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଦ୍ଵିତୀୟ ଫାଟକ ନିକଟରେ ଭାଲୁଟି ବୁଲୁଥୁବା ବେଳେ କୁକୁରମାନେ ତାକୁ ଘେରିଯାଇଥିଲେ। ସେହି ସମୟରେ ରାସ୍ତା ସମ୍ମୁଖରୁ ବାଇକ ଆସିବାରୁ କୁକୁରମାନେ ଭାଲୁଟିକୁ ଛାଡ଼ିଦେଇଥିଲେ। ହଟାତ ଭାଲୁଟି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଭିତରକୁ ପଶିଯାଇଥିଲା। ତେବେ ସହର ଭିତରେ ଭାଲୁ ବୁଲିବା ଲୋକଙ୍କ ଚିନ୍ତା ବଢାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ