Masthead

କେନ୍ଦ୍ରାପଡ଼ା ବିଧାୟକଙ୍କ ଉପରକୁ ଅଣ୍ଡା ମାଡ଼

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ):  କେନ୍ଦ୍ରାପଡ଼ା ବିଧାୟକଙ୍କ ଉପରକୁ ଅଣ୍ଡା ମାଡ଼ । ବିଧାୟକ ଶଶିଭୂଷଣଙ୍କୁ ପୁଣି ଅଣ୍ଡା ମାଡ଼ । ଇନ୍ଦୁପୁର ପଞ୍ଚାୟତରେ ଏକ ସଭାରେ ଯୋଗ ଦେବାକୁ ଯାଇଥିବାବେଳେ ତାଙ୍କୁ ବିରୋଧ କରାଯାଇଛି । ନିଜ ପୁଅ ସତ୍ୟପ୍ରକାଶ ବେହେରାଙ୍କ ସହ ସଭାରେ ଯୋଗ ଦେଇଥିଲେ । ସଭାରେ ଭାଷଣ ଦେଉଥିବାବେଳେ ମଞ୍ଚ ପାଖକୁ ଅଣ୍ଡାମାଡ ହୋଇଥିଲା । ନିଜ ପରିବାର ବିବାଦ ଏବଂ ନିର୍ବାଚନ ପରେ ଦେଇଥିବା ପ୍ରତିଶ୍ରୁତି ପୂରଣ ନକରି ଥିବାରୁ, ଏଭଳି ବିରୋଧ କରାଯାଇଥିବା ସୂଚନା ମିଳିଛି । ଫଳରେ ବିଧାୟକ ଗାଣମାଧ୍ୟମକୁ ସାମ୍ନା ନକରି, ନିଜ ସମର୍ଥକଙ୍କ ଆଢୁଆଳରେ ଚାଲିଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା