Masthead

ପ୍ରଚାର ବେଳେ କୁସୁମ ଟେଟେଙ୍କୁ ଅଣ୍ଡାମାଡ଼

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ):  ଝାରସୁଗୁଡ଼ା ଉପନିର୍ବାଚନ । ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ କୁସୁମ ଟେଟେଙ୍କୁ ଅଣ୍ଡା ଓ ପଥର ମାଡ଼ । ସଭା ଚାଲିଥିବାବେଳେ ବିଜେଡି ସମର୍ଥକମାନେ ଅଣ୍ଡାମାଡ କରିଥିବା ଅଭିଯୋଗ ହୋଇଛି । ଏହା ସହିତ ମଧ୍ୟ କୁସୁମ ଟେଟେଙ୍କ ଗାଡ଼ିକୁ ଅଣ୍ଡାମାଡ କରିଛନ୍ତି ବିଜେଡି କର୍ମୀ । ଯାହାକୁ ନେଇ ଲଇକେରା ଥାନାରେ ଅଭିଯୋଗ କରିଛନ୍ତି କୁସୁମ ।

ସେ କହିଛନ୍ତି ବିଜେଡି କର୍ମୀଙ୍କ ଏତେ ଅହଙ୍କାର ବଢିଗଲାଣି ଯେ ସେମାନେ କାହାକୁ ଖାତିର କରୁନାହାନ୍ତି । ମଦ ପିଇ ଏତେ ହୋହାଲ୍ଲା କରୁଛନ୍ତି ସ୍ଥିତି ଅସମ୍ଭାଳ ହେଉଛି । ମୁଁ ନିଜକୁ ଅସୁରକ୍ଷିତ ମନେକରିବା ସହ ପୋଲିସର ସୁରକ୍ଷା ପାଇଁ ଅଭିଯୋଗ କରଛିି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ