Masthead

୩ ବିଜେଡି ବିଧାୟକଙ୍କୁ ଅଣ୍ଡାମାଡ଼

କାଳହାଣ୍ଡି(ବଡ଼ ଖବର ବ୍ୟୁରୋ):କାଳହାଣ୍ଡି ଜିଲ୍ଲାରେ ୩ ଜଣ ବିଧାୟକଙ୍କୁ ଅଣ୍ଡାମାଡ଼ । ବିଜେଡି ବିଧାୟକ ଦିବ୍ୟଶଙ୍କର ମିଶ୍ର, ଭୂପିନ୍ଦର ସିଂ ଏବଂ ପ୍ରଦୀପ ଦିଶାରୀଙ୍କ ଗାଡ଼ିକୁ ଏହି ଅଣ୍ଡା ମାଡ଼ ହୋଇଛି । ତେବେ କେବଳ ସେତିକି ନୁହେଁ ଅଣ୍ଡାମାଡ କରିବା ସହିତ କଂଗ୍ରେସ କର୍ମୀମାନେ କଳାପତାକା ମଧ୍ୟ ଦେଖାଇ ବିଧାୟକମାନଙ୍କୁ ବିରୋଧ କରିଛନ୍ତି । ବିଧାୟକ ମାନେ ସେଠାରେ ପ୍ରାଥମିକ ଶିକ୍ଷକ ସଂଘ ର ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳନ କାର୍ଯ୍ୟକ୍ରମ କୁ ଯାଉଥିଲା ବେଳେ ଘଟିଛି ଏହି ଘଟଣା । ଘଟଣା ସ୍ଥଳରେ ଉତ୍ତେଜନା ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି