Masthead

ସେନା କର୍ମଚାରୀଙ୍କୁ ମାଡ଼

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ମହିଳା ଏଏସଆଇଙ୍କୁ ଦୁର୍ବ୍ୟବହାର ପରେ ସେନା କର୍ମଚାରୀଙ୍କୁ ମାଡ଼ । ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲ୍ଲା ତିନିମୁହାଣୀ ଛକ ନିକଟରେ । ସୂଚନା ଅନୁଯାୟୀ ତିନିମୁହାଣୀ ଛକ ନିକଟରେ ମାସ୍କ ଓ ହେଲମେଟ ଚେକିଂ ଚାଲୁଥିବା ବେଳେ ସଦରଥାନା ଗରାପୁର ଗାଁର ମନୋରଞ୍ଜନ ରାଉତ ନାମକ ଜଣେ ପୂର୍ବତନ ସେନା କର୍ମଚାରୀ ପୋଲିସ ସହ ବଚସା କରିବା ସହ ଡ୍ୟୁଟିରେ ଥିବା ମହିଳା ଏଏସଆଇଙ୍କୁ ଦୁର୍ବ୍ୟବହାର କରିବା ସହ ମରଣାନ୍ତକ ଆକ୍ରମଣ କରିଥିଲେ । ଏହାପରେ ଅନ୍ୟ ପୋଲିସ ଦଳ ପହଞ୍ଚି ସାମରିକ କର୍ମଚାରୀଙ୍କୁ ମାଡ଼ ମାରିବା ସହ ଟାଉନ ପୋଲିସ କେଶ ନଂ ୧୬୨ରେ ମାମଲା ରୁଜ୍ଜୁ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ