ବିଧାୟକଙ୍କୁ ଅଣ୍ଡା ମାଡ଼

ଲମତାପୁଟ (ବଡ଼ ଖବର ବ୍ୟୁରୋ):  ବିଧାୟକଙ୍କୁ ଅଣ୍ଡା ମାଡ଼ । ଆଜି ଲମତାପୁଟ ବ୍ଲକର ନୂତନ ବ୍ଲକ ଅଫିସ ଉଦଘାଟନ କରିବାକୁ ଆସିଥିବା ବିଧାୟକ ରଘୁରାମ ପୋଡାଲଙ୍କୁ ଅଣ୍ଡାମାଡ଼ । ଉଦଘାଟନ ଫଳକରେ ସ୍ଥାନୀୟ ବିଧାୟକ ରଘୁରାମଙ୍କ ନାମ ଥିବା ବେଳେ କୋରାପୁଟ ସାଂସଦଙ୍କ ନାମ ନଥିବାରୁ ଲମତାପୁଟ ବ୍ଲକ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା ।

ପରେ କିଛି କଂଗ୍ରେସ କର୍ମୀ ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟଙ୍କ ନେତୃତ୍ୱରେ ବ୍ଲକ ଅଫିସରେ ପହଞ୍ଚିି ନାମଫଳକ ଭଙ୍ଗାରୁଜା କରିଥିଲେ । ପରେ ବିଧାୟକ ଉଦଘାଟନ ପାଇଁ ଆସିବା ବେଳେ ଲମତାପୁଟ ଛକରେ କିଛି ଲୋକ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଥିଲେ । ଏହି ଘଟଣାରେ ପୋଲିସ ଜଣକୁ ଅଟକ ରଖିଛି । ଅଟକ ଯୁବକଙ୍କ ନାମ ନବୀନ ପାଙ୍ଗି ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!