Masthead

ଯଜ୍ଞ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ୮ ଗୁରୁତର

ବାରିପଦା  (ବଡ଼ ଖବର ବ୍ୟୁରୋ): ଯଜ୍ଞ ଚାଲିଥିବାବେଳେ ମହୁମାଛି ଆକ୍ରମଣ । ଆକ୍ରମଣରେ ଏକାଧିକ ଆହତ, ୮ ଗୁରୁତର । ଝାରପୋଖରିଆ ଥାନା ଶୀର୍ଷା ଶୂନ୍ୟ ମାଧବ ଜଗନ୍ନାଥ ମନ୍ଦିରରେ ଚଳିତବର୍ଷ ଅକ୍ଷୟ ତୃତୀୟା ରଥ ଅନୁକୂଳ ପାଇଁ ହୋମ ଯଜ୍ଞ ଚାଲିଥିବାବେଳେ ମନ୍ଦିର ସମ୍ମୁଖରେ ଥିବା ବଉଳ ଗଛରେ ମହୁମାଛି ଆକ୍ରମଣ କରିଥିଲା । ଆକ୍ରମଣରେ ଏକାଧିକ ଲୋକ ଆହାତ ହୋଇଥିବା ବେଳେ ୮ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଶୀର୍ଷା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ