Masthead

ମୋବାଇଲ ନପାଇ ଜୀବନ ହାରିଲେ

ବେଗୁନିଆ(ବଡ଼ ଖବର ବ୍ୟୁରୋ): ମୋବାଇଲକୁ ନା କହିବାରୁ ବାଳକର ଆତ୍ମହତ୍ୟା । ଘଟଣାଟି ଘଟିଛି ବେଗୁନିଆ ଥାନା ଗଡ଼ମାଣିତିର ଗାଁରେ । ସେହି ଗ୍ରାମର ଅକ୍ଷୟ ସୁବୁଦ୍ଧିଙ୍କ ୧୪ ବର୍ଷର ପୁଅ ମୋବାଇଲରେ ଭିଡ଼ିଓ ଦେଖୁଥିବାବେଳେ ଘରଲୋକେ ଆସି ଗାଳି କରି ଫୋନ ଧରିବାକୁ ବାରଣ କରିଥିଲେ । ଯାହାକୁ ନେଇ ବାଳକ ଜଣକ ନିଜ ଶୌଚାଳୟରେ ରସି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ବେଗୁନିଆ ପୋଲିସ ପହଞ୍ଚି ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ