Masthead

ପୋଲିସ ବନାମ ମାଫିଆ

ବେଗୁନିଆ(ବଡ଼ ଖବର ବ୍ୟୁରୋ): ବେଗୁନିଆ ପୋଲିସ ଓ ତହସିଲ ପକ୍ଷରୁ ରାଉତପଡ଼ା ମାଙ୍କଡ଼ାପଥର ଖଣି ଉପରେ ଚଢ଼ାଉ କରାଯାଇଥିଲା । ଏହି ସମୟରେ ପୋଲିସ ଓ ମାଫିଆଙ୍କ ମଧ୍ୟରେ ହୋଇଥିଲା ମୁହାଁମୁହିଁ । ମାଫିଆମାନେ ପୋଲିସ ଓ ତହସିଲଦାରଙ୍କୁ ଢ଼େଲାମାରି ଫେରାର ହେବାରେ ସଫଳ ହୋଇଛନ୍ତି । ଯାହାକି ପୋଲିସ ଲାଗି ଚ୍ୟାଲେଞ୍ଜର ବିଷୟ ପାଲଟିଛି ।

ଶୁକ୍ରବାର ରାତିରେ ବେଗୁନିଆ ବ୍ଳକ ରାଉତପଡ଼ା ପଥର ଖଣିରେ ପୋଲିସ ଓ ତହସିଲ ପକ୍ଷରୁ ଚଢ଼ାଉ କରାଯାଇଥିଲା । ତହସିଲଦାର ପୃଥୀରାଜ ମଣ୍ଡଳ ଓ ବେଗୁନିଆ ପୋଲିସ ମିଳିତଭାବେ ଚଢ଼ାଉ କରିଥିଲେ । ୬ଟି ମାଙ୍କଡ଼ା ପଥର ବୋଝେଇ ଟ୍ରକ ଜବତ କରାଯାଇଛି । ମାଫିଆମାନେ ଢ଼େଲା ମାଡ଼ କରି ଖସି ଯିବାରେ ସଫଳ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ