Masthead

ଧସିଲା ବୈତରଣୀ ନଦୀବନ୍ଧ : ଆତଙ୍କରେ ଲୋକେ

ଯାଜପୁର (ବଡ଼ ଖବର ବ୍ୟୁରୋ): ଧସିଲା ବୈତରଣୀ ନଦୀ ବନ୍ଧ । ନିମ୍ନ ମାନର କାମ ଯୋଗୁଁ ନଦୀ ଗର୍ଭ ରେ ଲୀନ ହେଲା ନଦୀ ବନ୍ଧ । ଭୟଭୀତ ଅବସ୍ଥାରେ ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ କମାରଡିହି ପଞ୍ଚାୟତ ର ବଳରାମପୁରର ବାସିନ୍ଦା । ୫୦ଫୁଟରୁ ଅଧିକ ଲମ୍ବର ମାଟି ଅତଡା ଧସି ନଦୀ ଗର୍ଭରେ ମିଶି ଯାଇଛି । ଏପରିକି ବନ୍ଧ ପାଶ୍ୱର୍ରେ ଥିବା ପଥର ଓ ବଡ଼ ବଡ଼ ଗଛ ନଦୀ ଭିତରକୁ ଚାଲି ଯାଇଛି । ଫଳରେ ଆଖପାଖ ଅଞ୍ଚଳ ୩ଟି ପଞ୍ଚାୟତର ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା