Masthead

ମମତାଙ୍କ ୩ ଦିନିଆ ଓଡ଼ିଶା ଗସ୍ତ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆଜି ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବେ । ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟିଏମସି ସୁପ୍ରିମୋ ଭେଟିବାର କାର୍ୟ୍ୟକ୍ରମ ରହିଛି । ମମତା ବାନାର୍ଜୀ କଂଗ୍ରେସ ସହ ମେଂଟ କରିବେ ନାହିଁ ବୋଲି ପୂର୍ବରୁ ଘୋଷଣା କରିଥିବାରୁ ତୃତୀୟ ସାମ୍ମୁଖ୍ୟ ମେଣ୍ଟ ପ୍ରସଙ୍ଗ ମଧ୍ୟ ଚର୍ଚ୍ଚାରେ ସ୍ଥାନ ପାଇପାରେ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଗତ ଶୁକ୍ରବାର ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କୁ ଭେଟିଛନ୍ତି । ଏହାପରେ ମମତାଙ୍କ ଓଡ଼ିଶା ଗସ୍ତରେ ଆସୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ? 🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌ 🔴 ୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସତର୍କତା 🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’ 🔴 ଶାଶୁକୁ ହାଣିଲା ବୋହୂ 🔴 ଇରାନର ଇସଫାହାନ୍ ସହରରେ ବଡ଼ ବିସ୍ଫୋରଣ 🔴 ଇରାନ ତେଲ ଏବଂ ୟୁରାନିୟମ ଉପରେ ଟ୍ରମ୍ପଙ୍କ ଆଖି 🔴 କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ? 🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌ 🔴 ୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସତର୍କତା 🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’ 🔴 ଶାଶୁକୁ ହାଣିଲା ବୋହୂ 🔴 ଇରାନର ଇସଫାହାନ୍ ସହରରେ ବଡ଼ ବିସ୍ଫୋରଣ 🔴 ଇରାନ ତେଲ ଏବଂ ୟୁରାନିୟମ ଉପରେ ଟ୍ରମ୍ପଙ୍କ ଆଖି