Masthead

ମିଳିଲା ବଙ୍ଗୀୟ ପର୍ଯ୍ୟଟକଙ୍କ ମୃତ ଦେହ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ଵର ଜିଲ୍ଲା ଭୋଗରାଇର ତାଳସାରୀ ବେଳାଭୂମିରେ ଗତ କାଲି ୨ଜଣ ବଙ୍ଗୀୟ ପର୍ଯ୍ୟଟକ ଭାସି ଯାଇ ନିଖୋଜ ଥିଲେ । ସେମାନେ ହେଲେ ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲ୍ଲା ବାରାସାତ ଥାନା ଶାରଦାପଲ୍ଲୀ ଗାଁର ଜୟନ୍ତ ଆଚାର୍ଯ୍ୟଙ୍କ ପୁଅ ଅଭ୍ରଦୀପ ଓ ଅନ୍ୟ ଜଣେ ସେହି ଥାନା ଅଧୀନସ୍ଥ ମଧ୍ୟମ ଗ୍ରାମର ଆଶିଷ ସିଂହଙ୍କ ପୁଅ ଦେବର୍ଷି । ପାୱାର ବୋଟରେ ବହୁ ଖୋଜାଖୋଜି କରାଯାଇଥିଲେ ମଧ୍ୟ ସେମାନଙ୍କ ପତ୍ତା ମିଳିନଥିଲା । ତେବେ ଆଜି ସକାଳେ ଅଭ୍ରଦୀପଙ୍କ ମୃତ ଦେହ ଉଦ୍ଧାର ହୋଇଛି । ନିଖୋଜ ଦେବର୍ଷିଙ୍କୁ ଖୋଜାଖୋଜି ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ