Masthead

ଭିଜିଲାନ୍ସ ଜାଲରେ ବିଇଓ

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ): ଶିକ୍ଷକ ନ୍ୟାସନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ଶିକ୍ଷକମାନଙ୍କ ନ୍ୟାସନାଲ ପେନସନ ସ୍କିମର ୨୦ ଲକ୍ଷ ଟଙ୍କା ବେଆଇନ ଭାବେ ଉଠାଣ କରି ବିଇଓ ନିଜ ଆକାଉଣ୍ଟକୁ ନେଇଥିଲେ ।

ଉକ୍ତ ଅର୍ଥକୁ ଏକ ସେୟାର ମାର୍କେଟରେ ବିନିଯୋଗ କରିଥିଲେ। ସରକାରୀ ଅର୍ଥ ହେରଫେର ହୋଇଥିବା ଭିଜିଲାନ୍ସ ଜାଣିପାରି ତାଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛନ୍ତି । ଦାରିଙ୍ଗବାଡି ବିଇଓ ରସାନନ୍ଦ କରଙ୍କୁ ଭିଜିଲାନ୍ସ ଅଟକ ରଖି ପଚରା ଉଚରା କରୁଛି ବୋଲି ଭିଜିଲାନ୍ସ ଇନ୍ସପେକ୍ଟର କୁମୁଦୁନୀ ସାହୁ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି