Masthead

ରାଜ୍ୟରେ କେତେ ଅଛନ୍ତି ନକଲି ଶିକ୍ଷକ? ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କେତେ ଅଛନ୍ତି ନକଲି ଶିକ୍ଷକ। ଦୁଇ ଦିନ ଭିତରେ ରିପୋର୍ଟ ଦେବେ ବିଇଓ ଓ ଡିଇଓ । ରିପୋର୍ଟ ପାଇବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପ୍ରାଥମିକ ଶିକ୍ଷା ବିଭାଗ ନିର୍ଦ୍ଦେଶକ। ଜାତି, ଜନ୍ମ ଓ ଶିକ୍ଷାଗତ ସାର୍ଟିଫିକେଟ୍ ଜାଲିଆତି କରିଥିବା ୩୦୦ ଶିକ୍ଷକଙ୍କୁ ଚିହ୍ନଟ କରାଯାଇଛି।

ଏନେଇ ସମସ୍ତଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଏଫଆଇଆର ହୋଇଛି। ନକଲି ଶିକ୍ଷକଙ୍କୁ ଧରିବାକୁ କ’ଣ ଉପାୟ ଅବଲମ୍ବନ କରିବେ ସେନେଇ ସରକାର ବିଇଓ ଓ ଡିଇଓଙ୍କୁ ଏସଓପି ଜାରି କରିଛନ୍ତି। କିଛି ନକଲି ଶିକ୍ଷକ ଚାକିରିରୁ ବହିଷ୍କାର ହୋଇଥିବା ବେଳେ କିଛି ଗିରଫ ବି ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ