Masthead

୩.୫ କୋଟି ଟଙ୍କାର ସୁନା ଜବତ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ପୋଲିସକୁ ମିଳିଛି ବଡ଼ ସଫଳତା । ପୁରୁଷୋତ୍ତମପୁର ପୋଲିସ ଆଜି ଏକ ବଡଧରଣର ସୁନାଚୋରୀ ଡକାୟତ  ଗ୍ୟାଙ୍ଗକୁ ଧରିଛି । ଡ଼କାୟତିରେ ସାମିଲ ଥିବା ୧୫ ଜଣକୁ ଗିରଫ କରି ସେମାନଙ୍କ ଠାରୁ ୬ କିଲୋ ୫୦୧ ଗ୍ରାମର ସୁନା ଅଳଙ୍କାର ଜବତ କରାଯାଇଛି । ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୩ କୋଟି ୫୦ ଲକ୍ଷ ଟଙ୍କା ଆକଳନ କରାଯାଇଛି । ଏହା ସହିତ ନଗଦ ୪ ଲକ୍ଷ ୪୪ ହଜାର ଚୋରି କରିବାରେ ବ୍ୟବହୁତ ସାମଗ୍ରୀ ଷ୍ଟେବଲାଇଜର୍, ମୋବାଇଲ ଫୋନ ଜବତ କରାଯାଇଥିବା ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଛତ୍ରପୁରଠାରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ