ଆଶ୍ୱୀନରେ ଜୁଆଡ଼ି ସକ୍ରିୟ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ଆଶ୍ୱୀନ ମାସ ଆସିଲେ ଗଞ୍ଜାମ ଜିଲ୍ଲାରେ ଜୁଆଡିମାନେ ସକ୍ରିୟ ହୋଇପଡିଥାନ୍ତି । ଗାଁଠୁ ଆରମ୍ଭକରି ସହରରେ ଯୁଆଡିମାନେ ଖୁଲମଖୁଲା ଜୁଆଖେଳ ଆରମ୍ଭ କରିଦିଅନ୍ତି । କେଉଁଠି ପୋଲିସର ଜାଣତରେ ଖେଳାଯାଏ ତ ଆଉ କୋଉଠି ଲୁଚିଛପି । ଯିଏ ପୋଲିସକୁ ମୁନାଫା ଦିଏ ସେ ଖସିଯାଏ ନହେଲେ ବିପଦ ଆସିଯାଏ । ପ୍ରତିଦିନ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢ଼ଉ କରି ଅନେକ ବ୍ୟକ୍ତିଙ୍କୁ ଗିରଫ କରୁଛି ପୋଲିସ ।

ଏଭଳି ବ୍ରହ୍ମପୁର ସହର ବଡ ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀବିହାର ଚତୁର୍ଥ ଲାଇନରେ ଏକ ବଡଧରଣର ଜୁଆଆଡ୍ଡା ଉପରେ ଚଢଉ କରିଛି ଗୋଷଣିନୂଆଗାଁ ପୋଲିସ । ଚଢାଉ ବେଳେ କିଛି ମହିଳାଙ୍କ ସମେତ ୧୪ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କଠୁ ୧ ଲକ୍ଷ ୭୦ ହଜାର ଟଙ୍କା ଓ ମୋବାଇଲ ଜବତ କରାଯାଇଛି । ଏହି ଗ୍ୟାଙ୍ଗରେ ଅନ୍ୟମାନଙ୍କ ସମ୍ପୃକ୍ତି ନେଇ ପୋଲିସ ଖୋଳତାଡ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!