Masthead

ଟ୍ରଲର ଜବତ, ୮ ଅଟକ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ବେଆଇନ ମାଛଧରା ଟ୍ରଲର ଜବତ । ଗଞ୍ଜାମ ଜିଲ୍ଲା ଋଷିକୁଲ୍ୟା ମୁହାଣରେ ଥିବା ମାଛବନ୍ଧକୁ ମାଛ ମାରିବା ଲାଗି ଆସିଥିବାବେଳେ ସୁରକ୍ଷାକର୍ମୀଙ୍କ ହାତରେ ଧରା ପଡ଼ିଲେ ୮ଜଣ । ଆନ୍ଧ୍ରରୁ ସେମାନେ ଆସିଥିବା ଜଣାପଡିଛି । ବିରଳ ଆଲିଭରିଡଲେଙ୍କ ମିଳନ ପ୍ରକ୍ରିୟା ଋଷିକୁଲ୍ୟା ମୁହାଣରେ ଚାଲିଛି । ଧୀବରମାନଙ୍କୁ ଏଠାରେ ମାଛ ମାରିବାକୁ ବାରଣ କରାଯାଇଛି । ବେଆଇନ ଭାବେ ମାଛ ଧରୁଥିବା ଏହି ୮ଜଣ ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ସୁରକ୍ଷାକର୍ମୀ ଧରିବାରେ ସଫଳ ହୋଇଛନ୍ତି । ସେମାନଙ୍କଠାରୁ୨୯୫ କିଲୋ ମାଛ ମଧ୍ୟ ଜବତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ