Masthead

ଇଂରାଜୀ ନବବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ

ବିଦାୟ ନେଲା ୨୦୨୦ । ନୂତନ ଆଶା, ସ୍ୱପ୍ନ ଓ ସମ୍ଭାବନା ନେଇ ଆସିଛି ୨୦୨୧ । ଇଂରାଜୀ ନବବର୍ଷକୁ ସ୍ୱାଗତ କରିଛନ୍ତି ସାରା ବିଶ୍ୱବାସୀ । କୋଭିଡ଼ କଟକଣା ଯୋଗୁଁ, ହେଲା ନାହିଁ ଜିରୋ ନାଇଟ୍ ସେଲିବ୍ରେଶନ । ଶୂନଶାନ ଭିତରେ ନୂଆବର୍ଷକୁ ସ୍ୱାଗତ କଲେ ବିଶ୍ୱବାସୀ । ନୂତନ ବର୍ଷରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନୂତନ ବର୍ଷରେ ସମସ୍ତଙ୍କୁ ଅଭିନନ୍ଦନ ସହ ନୂତନ ବର୍ଷ ଉତ୍ତମ ସ୍ୱାସ୍ଥ୍ୟ, ଆଇନ ଏବଂ ସମୃଦ୍ଧତା ଆଣୁ ବୋଲି କହିଛନ୍ତି ମୋଦି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନବବର୍ଷର ଶୁଭେଚ୍ଛା ଜଣାଇ କହିଛନ୍ତି ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ