Masthead

ସ୍ୟାଣ୍ଡ ଆର୍ଟରେ ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂ କାମନା କଲେ ବାଲୁକା ଶିଳ୍ପୀ

ପୁରୀ (ବଡ଼ ଖବର ବ୍ୟୁରୋ):ବାଲୁକା କଳାରେ ଚନ୍ଦ୍ରାୟାନର ସଫଳ କାମନା । ଆଜି ଇତିହାସ ରଚିବ ଇସ୍ରୋ । ଚନ୍ଦ୍ରପୃଷ୍ଠରେ ନରମ ଅବତରଣ କରିବା ପାଇଁ ସବୁଠି ଚାଲିଛି ଉସôବ । ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଛାତ୍ରମାନେ ଚନ୍ଦ୍ରୟାନ-୩କୁ ନେଇ ଏକ ବାଲୁକାକଳା ତିଆରି କରିଛନ୍ତି । ଏହାକୁ ସେ ନିଜ ଟ୍ୱିଟର ଆକାଉଂଟରେ ପୋଷ୍ଟ କରିଛନ୍ତି । ଜୟ ହୋ ଇସ୍ରୋ ଲେଖି ଏହି ପୋଷ୍ଟକୁ ସେୟାର କରିଛନ୍ତି ସୁଦର୍ଶନ ପଟ୍ଟନାୟକ । ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି । ଚନ୍ଦ୍ରୟାନ-୩କୁ ନେଇ ସାରା ଦେଶବାସୀଙ୍କ ମନରେ ଉସôାହ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା