Masthead

ବେଟି ବଚାଓ, ବେଟି ପଢାଓ ସ୍ଲୋଗାନ, ସର୍ବସାଧାରଣରେ ମହିଳାଙ୍କୁ ଅସମ୍ମାନ: ସତ୍ୟପାଲ ମଲିକ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କରିଛନ୍ତି ଟର୍ଗେଟ । ମଣିପୁର ହିଂସାରେ କୁକି ମହିଳାଙ୍କ ସହ ହୋଇଥିବା ବର୍ବରତା ନେଇ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତ କି ମନ କି ବାତ ଓ ଅନ୍ୟ ପ୍ରସଙ୍ଗ ଉପରେ ଘଣ୍ଟା ଘଣ୍ଟା ଧରି ମତ ରଖୁଥିବା ପ୍ରଧାନମନ୍ତ୍ରୀ ମୋଦି ମଣିପୁରରେ ଘଟିଥିବା ଅମାନବୀୟ ଓ ଦେଶକୁ ଲଜ୍ଜିତ କରିଥିବା ଘଟଣାକୁ ନେଇ କେବଳ ୩୬ ସେକେଣ୍ଡେରେ କଥା ସାରିଦେଲେ।

https://twitter.com/SatyapalmalikG/status/1682058575773048832?s=20

ମଣିପୁର ହିଂସାକୁ ନେଇ ଟୁଇଟ କରି ମଲିକ କହିଛନ୍ତି, ପ୍ରତି ମାସରେ ଘଣ୍ଟା ଘଣ୍ଟା ଧରି ମନ କି ବାତ କରୁଥିବା ପ୍ରଧାନମନ୍ତ୍ରୀ ଆଜି ଜଳୁଥିବା ମଣିପୁରକୁ ନେଇ ମାତ୍ର ୩୬ ସେକେଣ୍ଡ କହିଲେ। ଏମିତି କାହିଁକି ବୋଲି ସେ ପ୍ରଶ୍ନ କରିଛନ୍ତି। ବେଟି ବଚାଓ, ବେଟି ପଢାଓର ସ୍ଲୋଗାନ ଦେଉଥିବା ସରକାରଙ୍କ ଶାସନକାଳରେ ସର୍ବସାଧାରଣରେ ମହିଳାଙ୍କୁ ଉଲଗ୍ନ କରି ବୁଲାଯାଉଛି। ମଣିପୁରରେ ମହିଳାଙ୍କ ପ୍ରତି ହୋଇଥିବା ବର୍ବରତା ନିନ୍ଦନୀୟ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି