Masthead

କଙ୍ଗାରୁ ଉପରେ ଭାରି ରୋହିତ ବାହିନୀ

ନାଗପୁର(ବଡ଼ ଖବର ବ୍ୟୁରୋ):ନାଗପୁରରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବୋର୍ଡର ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନ ଆୟୋଜକ ଭାରତ ନାମରେ ନାମିତ ହୋଇଛି । ଦ୍ୱିତୀୟ ଦିନରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଶତକ ହାସଲ କରିବା ସହିତ ଅନେକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି ।

ଦିନର ଶେଷ ଆଡକୁ ଅଷ୍ଟମ ୱିକେଟ୍ ପାଇଁ ରବିନ୍ଦ୍ର ଜାଡେଜା ଏବଂ ଅକ୍ଷାର ପଟେଲଙ୍କ ମଧ୍ୟରେ ୮୧ ରନ୍ ଭାଗିଦାରୀ ଫଳରେ ଭାରତୀୟ ଦଳ ଏହି ଟେଷ୍ଟରେ ଏକ ଦୃଢ଼ ସ୍ଥିତିରେ ପହଞ୍ଚିଛି। ଦ୍ୱିତୀୟ ଦିନର ଖେଳ ଶେଷ ହେବା ପରେ ଭାରତୀୟ ଦଳ ୭ ୱିକେଟ୍ ହରାଇ ୩୨୧ ରନ୍ ସଂଗ୍ରହ କରିଛି। ରବିନ୍ଦ୍ର ଜାଡେଜା ୬୬ ରନ ସ୍କୋର କରିଥିବା ବେଳେ ଅକ୍ଷର ପଟେଲ ୫୨ ରନ୍ ସଂଗ୍ରହ କରି ଅପରାଜିତ ରହିଥିଲେ। ପ୍ରଥମ ଇନିଂସ ଆଧାରରେ ଭାରତୀୟ ଦଳ ୧୪୪ ରନରେ ଆଗୁଆ ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ