Masthead

ଭବାନୀପୁର ବାଜି କାହାର?

କୋଲକାତା(ବଡ଼ ଖବର ବ୍ୟୁରୋ): ବାଜିରେ ଦିଦିଙ୍କ ମୁଖ୍ୟମନ୍ତ୍ରୀ ପଦ । ଭବାନୀପୁର ଉପନିର୍ବାଚନ ଫଳାଫଳ ଉପରେ ସମସ୍ତଙ୍କ ନଜର । କଡ଼ା ସୁରକ୍ଷା ମଧ୍ୟରେ ସକାଳ ୮ରୁ ହେବ କାଉଣ୍ଟିଂ। ସମଶେରଗଞ୍ଜ ଓ ଜଙ୍ଗିପୁର ଆସନର ମଧ୍ୟ ଆସିବ ରେଜଲ୍ଟ । ଏଠି ବିଜେପି ପ୍ରାର୍ଥୀ ପ୍ରିୟଙ୍କା ଟିବରୱାଲଙ୍କ ସହ ମମତାଙ୍କ ଲଢେଇ ।

କିଛି ସମୟ ପରେ ଏଠାରେ ଆରମ୍ଭ ହୋଇଯିବ ଭୋଟ ଗଣତି। ଗତ ୩୦ ତାରିଖରେ ଏଠାରେ ମତଦାନ ହୋଇଥିଲା । ଉଭୟ ବିଜେପି ଏବଂ ଟିଏମସି ଭବାନୀପୁର ବିଜୟ ଦାବି କରୁଛନ୍ତି । ତେବେ ମମତା ବାନାର୍ଜୀ ୫୦ ହଜାର ଭୋଟରେ ଜିତିବେ ବୋଲି ତୃଣମୂଳ କଂଗ୍ରେସ ଦାବି କରିଛି । ଅନ୍ୟପକ୍ଷରେ ବିଜେପି ମଧ୍ୟ ମମତାଙ୍କୁ ହରାଇବା କଥା କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ