Masthead

ପୋଲିସ ବ୍ୟାରେକରେ ନିଆଁ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଭଦ୍ରକ ପୁରୁଣା ବଜାର ଥାନା ପୋଲିସ ବ୍ୟାରେକରେ ନିଆଁ ଲାଗିବା ଫଳରେ ୩ ଯବାନ ଗୁୁରୁତର ହୋଇଥିବା ଜଣାପଡିଛି । ଯବାନଙ୍କୁ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଯବାନ ହେଲେ ଗଣେଶ ନାୟକ, ସଂଗ୍ରାସ ଟୁଡୁ ଓ ମନୋରଞ୍ଜନ ଘଡେଇ । ବିଳମ୍ବିତ ରାତିରେ ଓଏସଏପି ଯବାନମାନେ ଶୋଇଥିବା ବେଳେ ମଶାଧୂପରୁ ନିଆଁ ଲାଗିଥିବା ଅନୁମାନ କରାଯାଇଛି । ପରେ ନିଆଁ ଜବତ ହୋଇଥିବା ବାରୁଦରେ ଲାଗିବା ଫଳରେ ବ୍ୟାରେକକୁ ବ୍ୟାପିଥିଲା କୁହାଯାଉଛି । ଅନ୍ୟପଟେ ନିଆଁ ଲାଗିବା କାରଣକୁ ନେଇ ଅଧିକ ତଦନ୍ତ ଆରମ୍ଭ କରିଛି ଭଦ୍ରକ ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା