Masthead

ଭଦ୍ରକାଳୀଙ୍କ ମହାଲକ୍ଷ୍ମୀ ବେଶ

ଭଦ୍ରକ(ବଡ଼ ଖବର ବ୍ୟୁରୋ) : ଭଦ୍ରକର ଅଧିଷ୍ଠାତ୍ରୀ ଦେଵୀ ମା’ ଭଦ୍ରକାଳୀ ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ।ଏଥିପାଇଁ ଚଳଚଞ୍ଚଳ ହୋଇଉଠିଥିଲା ମା’ ଭଦ୍ରକାଳୀଙ୍କ ପୀଠ । ପ୍ରଥମେ ସକାଳ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା । ପରେ ମା’ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଇଥିଲେ । ସପ୍ତଚଣ୍ଡୀ ପୂଜାର ଶେଷ ଦିନରେ ପୁଣ୍ୟାହୂତି ଦିଆହୋଇଥାଏ । କରୋନା ପାଇଁ ଜିଲ୍ଲା ବାହାରୁ ଆସୁଥିବା ଶ୍ରଦ୍ଧାଳୁମାନେ ମା’ ଙ୍କର ଏହି ଦର୍ଶନରୁ ବଞ୍ଚିତ ହୋଇଛନ୍ତି । ସପ୍ତଚଣ୍ଡୀ ପୂଜାର ଶେଷ ଦିନରେ ମା’ ଙ୍କୁ ଦର୍ଶନ କଲେ ପରିବାରରେ ମଙ୍ଗଳ ହେବା ସହ ସମସ୍ତ ମନୋସ୍କାମନା ପୂରଣ ହୁଏ ବୋଲି ବିଶ୍ୱାସ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ