Masthead

ଭଦ୍ରକାଳୀଙ୍କ ମହାଲକ୍ଷ୍ମୀ ବେଶ

ଭଦ୍ରକ(ବଡ଼ ଖବର ବ୍ୟୁରୋ) : ଭଦ୍ରକର ଅଧିଷ୍ଠାତ୍ରୀ ଦେଵୀ ମା’ ଭଦ୍ରକାଳୀ ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ।ଏଥିପାଇଁ ଚଳଚଞ୍ଚଳ ହୋଇଉଠିଥିଲା ମା’ ଭଦ୍ରକାଳୀଙ୍କ ପୀଠ । ପ୍ରଥମେ ସକାଳ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା । ପରେ ମା’ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଇଥିଲେ । ସପ୍ତଚଣ୍ଡୀ ପୂଜାର ଶେଷ ଦିନରେ ପୁଣ୍ୟାହୂତି ଦିଆହୋଇଥାଏ । କରୋନା ପାଇଁ ଜିଲ୍ଲା ବାହାରୁ ଆସୁଥିବା ଶ୍ରଦ୍ଧାଳୁମାନେ ମା’ ଙ୍କର ଏହି ଦର୍ଶନରୁ ବଞ୍ଚିତ ହୋଇଛନ୍ତି । ସପ୍ତଚଣ୍ଡୀ ପୂଜାର ଶେଷ ଦିନରେ ମା’ ଙ୍କୁ ଦର୍ଶନ କଲେ ପରିବାରରେ ମଙ୍ଗଳ ହେବା ସହ ସମସ୍ତ ମନୋସ୍କାମନା ପୂରଣ ହୁଏ ବୋଲି ବିଶ୍ୱାସ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି