Masthead

୨ ସରକାରୀ ବାବୁ ନିଲମ୍ବିତ

ବାସୁଦେବପୁର(ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ବାସୁଦେବପୁର ପୌରପାଳିକାର କାଯ୍ୟରତ ଦୁଇ ଅଧିକାରୀ ରାଜ୍ୟସରକାରଙ୍କ ଦ୍ୱାରା ଲକ୍ଷଧାର୍ୟ୍ୟ କାଯ୍ୟ ପୂରଣ କରିବାରେ ବିଫଳ ହୋଇଥିଲେ । ନଗରଉନ୍ନୟନ ବିଭାଗ ପକ୍ଷରୁ ପୌରପାଳିକା ଅଧିକାରୀ ତାପସ ଜେନାଙ୍କୁ ଚିଠି ସଂଖ୍ୟା ୧୮୮୧୩ ଅନୂସାରେ ନିଲମ୍ବିତ କରାଯାଇଛି । କନିଷ୍ଠଯନ୍ତ୍ରୀ ଦେବକାନ୍ତ ନାୟକଙ୍କୁ ଚିଠି ସଂଖ୍ୟା ୧୮୮୦୯ ଅନୁସାରେ ନିଲମ୍ବନ କରାଯାଇଥିବା ନଗର ଉନୟନ ଓ ଗୃହ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା