Masthead

୨ ସରକାରୀ ବାବୁ ନିଲମ୍ବିତ

ବାସୁଦେବପୁର(ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ବାସୁଦେବପୁର ପୌରପାଳିକାର କାଯ୍ୟରତ ଦୁଇ ଅଧିକାରୀ ରାଜ୍ୟସରକାରଙ୍କ ଦ୍ୱାରା ଲକ୍ଷଧାର୍ୟ୍ୟ କାଯ୍ୟ ପୂରଣ କରିବାରେ ବିଫଳ ହୋଇଥିଲେ । ନଗରଉନ୍ନୟନ ବିଭାଗ ପକ୍ଷରୁ ପୌରପାଳିକା ଅଧିକାରୀ ତାପସ ଜେନାଙ୍କୁ ଚିଠି ସଂଖ୍ୟା ୧୮୮୧୩ ଅନୂସାରେ ନିଲମ୍ବିତ କରାଯାଇଛି । କନିଷ୍ଠଯନ୍ତ୍ରୀ ଦେବକାନ୍ତ ନାୟକଙ୍କୁ ଚିଠି ସଂଖ୍ୟା ୧୮୮୦୯ ଅନୁସାରେ ନିଲମ୍ବନ କରାଯାଇଥିବା ନଗର ଉନୟନ ଓ ଗୃହ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା