Masthead

କାନ୍ଦୁଛି କଳାକାର

ଭଦ୍ରକ (ବଡ଼ ଖବର ବ୍ୟୁରୋ): ୬ ଦଫା ଦାବି ନେଇ ଭଦ୍ରକ ଜିଲ୍ଲା କଳାକାର ସଙ୍ଘ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ଓ ଧାରଣା । କରୋନା ମହାମାରୀ ପାଇଁ ସବୁ ସାଂସ୍କୃତିକ କାର୍ଯ୍ୟ ବନ୍ଦହୋଇ ଯାଇଥିବାରୁ ଏବେ ଦୁର୍ବିସହ ଜୀବନ ଯାପନ କରୁଛନ୍ତି ମେଲୋଡି ପାର୍ଟିର ମାଲିକ ଓ କଳାକାରମାନେ । ମେଲୋଡିକୁ ରୋଜଗାରର ମାଧ୍ୟମ କରି ନିଜର ସମସ୍ତ ଅର୍ଥବଳ ଖଟାଇ ସାଂସ୍କୃତିକ ବାଦ୍ୟଯନ୍ତ୍ର କିଣି ଦୁଇ ପଇସା ରୋଜଗାର କରି ପେଟ ପୋଷୁଥିଲେ ତାହା ଏବେ ସମ୍ପୂର୍ଣ୍ଣ ଠପ୍ ହୋଇ ଯାଇଛି । ଅନ୍ୟପଟେ ଘରେ ପଡି ପଡି ବାଦ୍ୟଯନ୍ତ୍ର ସବୁ ନଷ୍ଟ ହେବାକୁ ବସିଲାଣି । ବିଦ୍ୟୁତ୍ ସରଞ୍ଜାମ, ମାଇକ୍ ସବୁ ଖତ ଖାଇବାକୁ ଗଲାଣି । ଏବେ କେମିତି ଚଳିବେ ମେଲୋଡି ମାଲିକ ଓ କଳାକାରମାନେ ବୋଲି ସରକାରଙ୍କ ପାଖରେ ଦାବି କରିଛନ୍ତି ଭଦ୍ରକ ମେଲୋଡି ମାଲିକ ସଂଘର କର୍ମକର୍ତ୍ତାମାନେ ।

ତେବେ ଏ ନେଇ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଇଥିବା ବେଳେ ସରକାରଙ୍କ ପକ୍ଷରୁ କୌଣସି କାର୍ୟ୍ୟାନୁଷ୍ଠାନ ନିଆଯାଇ ନାହିଁ ।  ଯଦି ସରକାର ୭ ଦିନ ଭିତରେ ଏଥିପ୍ରତି ଧ୍ୟାନ ନ ଦିଅନ୍ତି ତାହାଲେ ଆଗାମୀ ଦିନରେ ତୀବ୍ର ଆନ୍ଦୋଳନକୁ ଓହ୍ଲାଇବା ସହ ପରିବାର ସମୂହ ଆତ୍ମହୁତି କରିବେ ବୋଲି ଚେତାବନୀ ଦେଇଛନ୍ତି  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା