Masthead

ବରପଦା ଇଞ୍ଜିନିୟରିଂ କଲେଜ ଦୁର୍ନୀତି ମାମଲା, ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ପାଳନ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ବରପଦା ଇଞ୍ଜିନିୟରିଂ କଲେଜ ଦୁର୍ନୀତି ମାମଲା । ଦୁର୍ନୀତି ଅଭିଯୋଗ ପ୍ରତିବାଦରେ ଭଦ୍ରକ ବନ୍ଦ ଡ଼କରା । ନାଗରିକ ସୁରକ୍ଷା ମଞ୍ଚ ଓ ବରପଦା ବିକାଶ ମଞ୍ଚ ପକ୍ଷରୁ ବନ୍ଦ ପାଳନ କରାଯାଇଛି । କଲେଜରୁ ବିଧାୟକ ପ୍ରଫୁଲ ସାମଲଙ୍କ ପରିବାରକୁ ବରଖାସ୍ତ ଓ ଦୁର୍ନୀତିଗ୍ରସ୍ତ ସୋସାଇଟି ଭଙ୍ଗ ଦାବିରେ ଆଜି ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ପାଳନ କରାଯାଉଛି ।

ମଞ୍ଚ ପକ୍ଷରୁ ବନ୍ତ ଛକରେ ପିକେଟିଂ ସହ ରାସ୍ତା ଅବରୋଧ କରାଯାଇଛି । କଲେଜ କର୍ମଚାରୀ, ସ୍ଥାନୀୟ ବିକାଶ ମଞ୍ଚ ଓ ଭଦ୍ରକ ମଞ୍ଚ ପକ୍ଷରୁ ବନ୍ତ ଛକରେ ବନ୍ଦ ପାଳନ କରାଯାଉଛି । ବନ୍ଦ ପାଳନ ପାଇଁ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି । ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟକୁ ବନ୍ଦ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା