Masthead

ଶିକୁଳିରେ ବନ୍ଧା ଜୀବନ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ଆଦିବାସୀ ସାହିର ପାର୍ଥ ମୁର୍ମୁ । ଆଜିକୁ ୯ ବର୍ଷ ହେବ ଶିକୁଳିରେ ବନ୍ଧା ପଡିଛି ତାଙ୍କ ଜୀବନ । ଗୋଡ଼ହାତରେ ପଡିଛ ଶିକୁଳି । ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ତାଙ୍କ ଚିକିତ୍ସା ହୋଇପାରୁ ନାହିଁ । ଗୋଟିଏ ଘରେ ବନ୍ଦୀ ରଖିଛନ୍ତି ପାର୍ଥଙ୍କ ପୁଅ । ଯେଉଁ ବୟସରେ ନିଜ ପରିବାର ପାଇଁ ରୋଜଗାର କରିବା କଥା ସେହି ବୟସରେ ସେ ବନ୍ଦୀ ଜୀବନ ବିତାଉଛନ୍ତି । ଏଣେ ତେଣେ ବୁଲି ସମସ୍ତଙ୍କୁ ମାରପିଟ୍ କରିବାରୁ ଆମେ ତାଙ୍କୁ ଶିକୁଳିରେ ବାନ୍ଧି ରଖିଛୁ ବୋଲି ପାର୍ଥଙ୍କ ପୁଅ କହିଛନ୍ତି । ସରକାରୀ ସ୍ତରରେ କିଛି ସାହାଯ୍ୟ ମିଳିଲେ ପାର୍ଥ ସୁସ୍ଥ ହୋଇପାରନ୍ତେ ବୋଲି ପରିବାର ଲୋକେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ