Masthead

ବାଇକରେ ଆସି ସୁନା ଚେନ୍ ଝାମ୍ପିନେଲେ

ବାସୁଦେବପୁର (ବଡ଼ ଖବର ବ୍ୟୁରୋ) ବାଇକରେ ଆସିଲେ । ଝାମ୍ପିଲେ ସୁନା ଚେନ । ଭଦ୍ରକ ଜିଲ୍ଲା ବାସୁଦେବପୁରରେ ଘଟିଛି ଏଭଳି ଘଟଣା । ବାସୁଦେବପୁର ବେତଡ଼ା ସ୍କୁଲର ଶିକ୍ଷୟିତ୍ରୀ ରତ୍ନମଣି ଦାସ ଅପରାହ୍ନରେ ସ୍କୁଲରୁ ଫେରି ବାସୁଦେବପୁର ସତସଙ୍ଗ ନିକଟରେ ଥିବା ଏକ ପାର୍ଲରକୁ ଯିବା ସମୟରେ ହଠାତ ଓଡି୨୨-କ୍ୟୁ୪୫୬୭ ନମ୍ବର ବାଇକରେ ଦୁଇ ଜଣ ଲୁଟେରା ଆସି ରତ୍ନମଣିଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଇଥିଲେ। ରତ୍ନମଣି ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ଗୋଡ଼ାଇ ଜଣେ ଲୁଟେରା ସହ ବାଇକକୁ ଧରି ପୋଲିସ ଜିମା ଦେଇଛନ୍ତି। ଅନ୍ୟ ଜଣେ ଲୁଟେରା ଚେନ୍ ନେଇ ଫେରାର ହୋଇଯାଇଛନ୍ତି। ଏନେଇ ରତ୍ନମଣି ବାସୁଦେବପୁର ଥାନାରେ ଅଭିଯୋଗ କରିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା