Masthead

ମାଛ ଧରୁଥିବା ବେଳେ ଭାସିଗଲା ନାବାଳକ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରେ ଫୁଲୁଛି ସବୁ ନଦୀର ଜଳସ୍ତର । ନଦୀର ପ୍ରଖର ସୁଅରେ ଭାସିଗଲା ନାବାଳକ । ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଖଡିପଦା ଅଂଚଳରେ ଘଟିଛି ଅଘଟଣ । ଗେଙ୍ଗୁଟି ନଦୀରେ ମାଛ ଧରୁଥିବା ସମୟରେ ଭାସିଗଲା ନାବାଳକ । ବନ୍ୟା ସୁଅରେ ଭାସି ନାବାଳକ ନିଖୋଜ ଅଛନ୍ତି । ଭାସିଯାଇଥିବା ଯୁବକଙ୍କ ନାଁ ଆକାଶ ଦାସ ହୋଇଥିବା ବେଳେ ବୟସ ୮ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା