Masthead

ଭକ୍ତଶୂନ୍ୟ ମା’ ଭଗବତୀ ମନ୍ଦିର

ବାଣପୁର(ବଡ଼ ଖବର ବ୍ୟୁରୋ): ବିନା ଭକ୍ତରେ ବାଣପୁରର ପ୍ରସିଦ୍ଧ ଶକ୍ତିପୀଠ ମା’ ଭଗବତୀଙ୍କ ମନ୍ଦିରରେ ଚାଲିଛି ପାର୍ବଣ । କରୋନା କଟକଣା ଭିତରେ ମା’ଙ୍କ ନୀତି ଚାଲିଛି । ପୂଜକ, ମନ୍ଦିର ପରିଚାଳନା କମିଟି ଓ ପ୍ରଶାସନର ସହଯୋଗରେ ଦଶହରାର ସମସ୍ତ କାର୍ୟ୍ୟକ୍ରମ ସଂପାଦନ କରାଯାଉଛି। ବିଗତ ବର୍ଷ ପରି ଏ ବର୍ଷ କରୋନା କଟକଣାକୁ ଲକ୍ଷ୍ୟରଖି ଖୁବ୍ କମ ସଂଖ୍ୟକ ଶ୍ରଦ୍ଧାଳୁ ଆସୁଛନ୍ତି ।
ପରମ୍ପରା ଓ ବିଧି ରକ୍ଷା ପାଇଁ ସେବକ ଓ ପୂଜକମାନେ ଚଳାଇଛନ୍ତି ଉଦ୍ୟମ । ପୂର୍ବବର୍ଷ ପରି ଚଳିତ ବର୍ଷ ମା’ଙ୍କା ଷୋଢଦିନାତ୍ମକ ପୂଜା ଆରମ୍ଭ ହୋଇଥିଲା । ବିନା ଭକ୍ତରେ ଏହା ସମ୍ପାଦିତ ହେଉଛି । ଷଷ୍ଠୀଠାରୁ ନବମୀ ପର୍ଯ୍ୟନ୍ତ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା ସ୍ୱତନ୍ତ୍ର ପୂଜା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା