Masthead

ମିଛ କଥାରେ ଗୃହମନ୍ତ୍ରୀ କାହିଁକି ବିବୃତି ରଖିବେ: ଭାଗିରଥୀ ସେଠୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୋଲିସ ମାଡ଼ର ଫୁଟେଜ ଦେଖାଅ କହିଲେ ବିଜେଡି ବିଧାୟକ ଭାଗିରଥୀ ସେଠୀ । ସେମାନେ ପୋଲିସକୁ ମାରୁଛନ୍ତି ନା ପୋଲିସ ତାଙ୍କୁ ମାରୁଛି ? ଅଣ୍ଡା, ଟେକା ଓ ବିଲାତି ପୋଲିସ ମାଡ଼ କରିଛି କି ବୋଲି ପ୍ରଶ୍ନ କରିଛନ୍ତି ଭାଗିରଥୀ ସେଠୀ । ସେମାନେ ପୂର୍ବ ପ୍ରସ୍ତୁତି କରି ଆସିଥିଲେ ପୋଲିସ ସହ ଗଣ୍ଡଗୋଳ କରିବାକୁ।

ପୋଲିସ କୁ ବାରମ୍ବାର ମାରୁଛନ୍ତି। କିନ୍ତୁ ପୋଲିସ ବହୁତ୍ ଧର୍ଯ୍ୟ ରଖିଛି । ମିଛ କଥାରେ ଗୃହମନ୍ତ୍ରୀ କାହିଁକି ବିବୃତି ରଖିବେ ବୋଲି ପ୍ରଶ୍ନ କରିଛନ୍ତି । ବିଜେପି କର୍ମକର୍ତ୍ତା ଠେଙ୍ଗା, ଟେକା ମାଡ କରୁଛନ୍ତି। ଉତ୍ତରପ୍ରଦେଶରେ ଯେପରି ଦାଦା ଗିରି କରୁଛନ୍ତି ଓଡ଼ିଶା ପରି ଶାନ୍ତିପ୍ରିୟ ରାଜ୍ୟରେ ଏଭଳି ଚଳିବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ