Masthead

ବିଜେପି କଂଗ୍ରେସ ଭାଇ ଭାଇ, ସେମାନେ ମିଶି ଅପପ୍ରଚାର କରୁଛନ୍ତି: ଭାଗିରଥୀ ସେଠୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶ୍ରମମନ୍ତ୍ରୀଙ୍କ ବିରୋଧରେ ଆସିଥିବା ଦୁଷ୍କର୍ମ ଅଭିଯୋଗକୁ ଖଣ୍ଡନ କଲା ବିଜେଡି । ଶ୍ରମମନ୍ତ୍ରୀଙ୍କ ବିରୋଧରେ ଆସିଥିବା ଅଭିଯୋଗ ସମ୍ପୂର୍ଣ୍ଣ ଭିତିହୀନ କହିଛନ୍ତି ବିଜେଡି ବିଧାୟକ ଭାଗିରଥୀ ସେଠୀ । ସେ କହିଛନ୍ତି, ଶ୍ରୀକାନ୍ତ ସାହୁ ବହୁତ୍ ଭଲ ଲୋକ। ଏଭଳି କାର୍ଯ୍ୟ ସେ କରିନଥିବେ। ତାଙ୍କର ସେଭଳି କ୍ୟାରେକ୍ଟର ନୁହେଁ।

ବିରୋଧୀଙ୍କର ଏହା ଅପପ୍ରଚାର। ପୂର୍ବରୁ ମଧ୍ୟ ଅନେକ ମନ୍ତ୍ରୀଙ୍କ ନାମରେ ଅପପ୍ରଚାର କରିଛନ୍ତି ବିରୋଧୀ। ଅରୁଣ ସାହୁ, ପ୍ରତାପ ଜେନା ଓ ଦିବ୍ୟଶଙ୍କର ମିଶ୍ରଙ୍କ ଭଳି ଏମିତି ବହୁତ ଲୋକଙ୍କ ନାମରେ ଅପ ପ୍ରଚାର କରିଛନ୍ତି । ବିଜେପି କଂଗ୍ରେସ ଭାଇ ଭାଇ ସେମାନେ ମିଶି ଏମିତି ଅପପ୍ରଚାର କରୁଛନ୍ତି। ବିରୋଧୀଙ୍କ ଏହା ମନଗଢା କାହାଣୀ। ଏହା ତଦନ୍ତ ସାପେକ୍ଷ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି